ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କେସିଆରଙ୍କ ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

Posted On: 08 DEC 2023 10:46AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ତାଙ୍କ ଆଘାତରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି ;

ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ କେସିଆର ଗାରୁ ଆହତ ହୋଇଥିବା ଜାଣି ଦୁଃଖିତ । ମୁଁ ତାଙ୍କ ଶୀଘ୍ର ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି ।

***

 

 

SSP

 



(Release ID: 1984301) Visitor Counter : 57