ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଭାଗ ନେଉଥିôବା ସମସ୍ତ ଆଥ୍ଲେଟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
11 DEC 2023 9:53PM by PIB Bhubaneshwar
ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଭାଗ ନେଉଥିôବା ସମସ୍ତ ଆଥ୍ଲେଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ଦିଲ୍ଲୀରେ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ ଆରମ୍ଭରେ ଏକ୍ସରେ କରିଥିବା ପୋଷ୍ଟରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ ଏକ୍ସ ପୋଷ୍ଟରେ କହିଛନ୍ତି:
‘ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଭାଗ ନେଉଥିôବା ସମସ୍ତ ଆଥ୍ଲେଟଙ୍କୁ ମୋର ଶୁଭେଚ୍ଛା । ଏହା ସମାବେଶୀ ଏବଂ ସଶକ୍ତିକରଣ ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ।’
SR
(रिलीज़ आईडी: 1985320)
आगंतुक पटल : 92
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam