ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମେଘାଳୟ ମୁଖ୍ୟମନ୍ତ୍ରୀ

प्रविष्टि तिथि: 14 DEC 2023 4:28PM by PIB Bhubaneshwar

 

ମେଘାଳୟ ମୁଖ୍ୟମନ୍ତ୍ରୀ ଶ୍ରୀ କନ୍‌ରାଡ ସାଙ୍ଗ୍‌ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

‘ମେଘାଳୟ ମୁଖ୍ୟମନ୍ତ୍ରୀ ଶ୍ରୀ କନ୍‌ରାଡ ସାଙ୍ଗମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।’

 

  SR


(रिलीज़ आईडी: 1986576) आगंतुक पटल : 65
इस विज्ञप्ति को इन भाषाओं में पढ़ें: Kannada , English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Malayalam