ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ
Posted On:
19 DEC 2023 11:05PM by PIB Bhubaneshwar
ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି:
ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଥିରୁ ଏମ୍.କେ ଷ୍ଟାଲିନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
SR
(Release ID: 1988708)
Visitor Counter : 57
Read this release in:
Assamese
,
English
,
Urdu
,
Hindi
,
Marathi
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam