ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପୋଷ୍ଟ କରାଯିବା ଦିନାଙ୍କ: 20 DEC 2023 1:44PM by PIB Bhubaneswar

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ସାଂସଦଙ୍କ ଏକ ପ୍ରତିନିଧି ଦଳ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି:

 

‘ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ ସାଂସଦଙ୍କ ଏକ ପ୍ରତିନିଧି ଦଳ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

 

  SR


(ରିଲିଜ ଆଡି: 1988715) ପରିଦର୍ଶକ କାଉଣ୍ଟର : 102