ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ
प्रविष्टि तिथि:
21 DEC 2023 12:48PM by PIB Bhubaneshwar
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଏବଂ ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଏବଂ ଶ୍ରୀ ପ୍ରେମ ଚାନ୍ଦ ବୈରୱ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଏବଂ ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଏବଂ ଶ୍ରୀ ପ୍ରେମ ଚାନ୍ଦ ବୈରୱା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR
(रिलीज़ आईडी: 1989244)
आगंतुक पटल : 87
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam