ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
22 DEC 2023 12:55PM by PIB Bhubaneswar
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଶୁକ୍ଳା ଏବଂ ଶ୍ରୀ ଜଗଦୀଶ ଦେବଡା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଶୁକ୍ଳା ଓ ଶ୍ରୀ ଜଗଦୀଶ ଦେବଡା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR
(ରିଲିଜ ଆଡି: 1989548)
ପରିଦର୍ଶକ କାଉଣ୍ଟର : 96
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam