ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 23 DEC 2023 4:36PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ତାଙ୍କ ଜନ୍ମଦିନ ଅବସରରେ ସ୍ମରଣ କରିଛନ୍ତି ।

 ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

କୃଷକ କଲ୍ୟାଣ ପାଇଁ ସାରା ଜୀବନ ସମର୍ପିତ ପୂର୍ବ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସାଦର ପ୍ରଣାମ ।

***

SSP


(रिलीज़ आईडी: 1990030) आगंतुक पटल : 80
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam