ପୋଷ୍ଟ କରାଯିବା ଦିନାଙ୍କ:
23 DEC 2023 4:36PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ତାଙ୍କ ଜନ୍ମଦିନ ଅବସରରେ ସ୍ମରଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :
କୃଷକ କଲ୍ୟାଣ ପାଇଁ ସାରା ଜୀବନ ସମର୍ପିତ ପୂର୍ବ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସାଦର ପ୍ରଣାମ ।
***
SSP