ପୋଷ୍ଟ କରାଯିବା ଦିନାଙ୍କ:
23 DEC 2023 2:29PM by PIB Bhubaneswar
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ ଏବଂ ଶ୍ରୀ ବିଜୟ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି :

***
SSP