ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                    
                    
                        ଜୁଆରି ସେତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଗୋଆବାସୀଙ୍କୁ ଅଭିନନ୍ଦନ ଜଣାଇଲେ
                    
                    
                        
                    
                
                
                    Posted On:
                23 DEC 2023 4:39PM by PIB Bhubaneshwar
                
                
                
                
                
                
                ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୁଆରି ସେତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ଅବସରରେ ଗୋଆବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । 
ଏହି ସେତୁ ଯୋଗାଯୋଗରେ ଉନ୍ନତି ଆଣି ପର୍ଯ୍ୟଟନ ଓ ବାଣିଜ୍ୟକୁ ପ୍ରୋତ୍ସାହିତ କରିବ ବୋଲି ସେ କହିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି : 
"ଜୁଆରୀ ସେତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଥିବାରୁ ଗୋଆବାସୀଙ୍କୁ ଅଭିନନ୍ଦନ । ଏହି ପ୍ରମୁଖ ପ୍ରକଳ୍ପ ଉତ୍ତର ଏବଂ ଦକ୍ଷିଣ ଗୋଆ ମଧ୍ୟରେ ଯୋଗାଯୋଗରେ ଉନ୍ନତି ଆଣିବ ଏବଂ ଆଗାମୀ ଦିନରେ ପର୍ଯ୍ୟଟନ ଏବଂ ବାଣିଜ୍ୟକୁ ପ୍ରୋତ୍ସାହିତ କରିବ’ । 
***
 
SSP
                
                
                
                
                
                (Release ID: 1990041)
                Visitor Counter : 127
                
                
                
                    
                
                
                    
                
                Read this release in: 
                
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Assamese 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati 
                    
                        ,
                    
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Kannada 
                    
                        ,
                    
                        
                        
                            Malayalam