ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଣ୍ଡିତ ମଦନ ମୋହନ ମାଲବୀୟଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
25 DEC 2023 9:55AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଦନ ମହାମନା ପଣ୍ଡିତ ମଦନ ମୋହନ ମାଲବୀୟଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଭାରତ ଏବଂ ଭାରତୀୟତା ପ୍ରତି ସମର୍ପିତ ମହାମନା ପଣ୍ଡିତ ମଦନ ମୋହନ ମାଲବୀୟ ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶତ ଶତ ପ୍ରଣାମ । ତାଙ୍କ ଅତୁଳନୀୟ ବ୍ୟକ୍ତିତ୍ୱ ଏବଂ କୃତିତ୍ୱ ଦେଶର ପ୍ରତ୍ୟେକ ପିଢ଼ିକୁ ପ୍ରେରଣା ଦେବା ଜାରି ରଖିବ ।’
SR
(रिलीज़ आईडी: 1990326)
आगंतुक पटल : 84
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Malayalam