ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ‘ସଦୈବ ଅଟଳ’ ସ୍ମାରକୀରେ ପ୍ରଧାନମନ୍ତ୍ରୀଙ୍କ ପୁଷ୍ପମାଲ୍ୟ ଅର୍ପଣ

प्रविष्टि तिथि: 25 DEC 2023 7:06PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ‘ସଦୈବ ଅଟଳ’ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

 

ଆଜି ସକାଳେ ସେ ସ୍ମାରକୀ ନିକଟରେ ଉଠାଇଥିବା ଫଟୋ ସେୟାର କରିଥିଲେ ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଆଜି ସକାଳେ ସଦୈବ ଅଟଳଠାରେ ଅଟଳ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି ।’

 

  SR


(रिलीज़ आईडी: 1990372) आगंतुक पटल : 117
इस विज्ञप्ति को इन भाषाओं में पढ़ें: Kannada , Manipuri , Telugu , English , Urdu , Marathi , हिन्दी , Bengali , Assamese , Punjabi , Gujarati , Tamil , Malayalam