ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 26 DEC 2023 5:56PM by PIB Bhubaneswar

ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ ରେଭନ୍ଥ ରେଡ୍ଡୀ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଭଟ୍ଟି ବିକ୍ରମାର୍କା ମଲ୍ଲୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

‘ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ ରେଭନ୍ଥ ରେଡ୍ଡୀ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଭଟ୍ଟି ବିକ୍ରମାର୍କା ମଲ୍ଲୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’

  SR


(ରିଲିଜ ଆଡି: 1990700) ପରିଦର୍ଶକ କାଉଣ୍ଟର : 111