ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନୂତନ ବର୍ଷ ୨୦୨୪ ପାଇଁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
Posted On:
01 JAN 2024 7:54AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ୨୦୨୪ର ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
"ସମସ୍ତଙ୍କୁ ଏକ ଚମତ୍କାର ୨୦୨୪ କାମନା କରୁଛି! ଏହି ବର୍ଷ ସମସ୍ତଙ୍କ ପାଇଁ ସମୃଦ୍ଧି, ଶାନ୍ତି ଏବଂ ସୁନ୍ଦର ସ୍ୱାସ୍ଥ୍ୟ ଆଣୁ ।
SR
(Release ID: 1992033)
Visitor Counter : 120
Read this release in:
Bengali
,
Hindi
,
Tamil
,
English
,
Urdu
,
Marathi
,
Manipuri
,
Assamese
,
Punjabi
,
Gujarati
,
Telugu
,
Kannada
,
Malayalam