ପୋଷ୍ଟ କରାଯିବା ଦିନାଙ୍କ:
04 JAN 2024 2:30PM by PIB Bhubaneswar
ମିଜୋରାମ ମୁଖ୍ୟମନ୍ତ୍ରୀ ଶ୍ରୀ ପୁ. ଲାଲଦୁହୋମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ମିଜୋରାମ ମୁଖ୍ୟମନ୍ତ୍ରୀ ଶ୍ରୀ ପୁ. ଲାଲଦୁହୋମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR