ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିକାଶ ଗାଇଥିବା ଭକ୍ତି ଭଜନ "ଅଯୋଧ୍ୟା ମେଁ ଜୟକାରା ଗୁଞ୍ଜେ" ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 08 JAN 2024 10:06AM by PIB Bhubaneshwar

 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିକାଶ ଗାଇଥିବା ଏବଂ ମହେଶ କୁକ୍ରେଜାଙ୍କ ଦ୍ୱାରା ପ୍ରସ୍ତୁତ ଭକ୍ତି ଭଜନ "ଅଯୋଧ୍ୟା ମେଁ ଜୟକାରା ଗୁଞ୍ଜେ" ସେୟାର କରିଛନ୍ତି।

ଏକ ଟ୍ବିଟର ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

‘‘ଅଯୋଧ୍ୟା ସହିତ ଆଜି ସାରା ଦେଶରେ ପ୍ରଭୁ ଶ୍ରୀରାମଙ୍କ ସ୍ବାଗତରେ ମଙ୍ଗଳମୟ ହେଉଛି। ଏହି ପୁଣ୍ୟ ଅବସରରେ ରାମ ଲଲାଙ୍କ ଭକ୍ତିରେ ପରିପୂର୍ଣ୍ଣ ବିକାଶ ଜି ଏବଂ ମହେଶ କୁକରେଜାଙ୍କ ରାମ ଭଜନକୁ ଆପଣ ସଭିଏଁ ନିଶ୍ଚିତ ଶୁଣନ୍ତୁ। #ShriRamBhajan ’’

 

BS



(Release ID: 1994105) Visitor Counter : 56