ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
11 JAN 2024 4:54PM by PIB Bhubaneshwar
ହିମାଚଳ ପ୍ରଦେଶ ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି:
ହିମାଚଳ ପ୍ରଦେଶ ରାଜ୍ୟପାଳ ଶିବ ପ୍ରତାପ ଶୁକ୍ଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
****
SSP
(ରିଲିଜ ଆଡି: 1995498)
ପରିଦର୍ଶକ କାଉଣ୍ଟର : 113
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam