ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ଭାରତୀୟ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ପାଳନ କରିଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
15 JAN 2024 6:02PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ପାଣିପାଗ ବିଭାଗର ଆମ ଦେଶ ପାଇଁ ଅସାଧାରଣ ସେବାକୁ ପ୍ରଶଂସା କରିଛନ୍ତି । ଆଜି ଏହି ବିଭାଗର ୧୫୦ ବର୍ଷ ପୂରଣ ହୋଇଛି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି -
ଆଜି ଆମେ ଭାରତୀୟ ପାଣିପାଗ ବିଭାଗର ଦେଶ ପାଇଁ ଅସାଧାରଣ ସେବାର ୧୫୦ ବର୍ଷ ପୂର୍ତ୍ତି ପାଳନ କରୁଛୁ । ଅଗ୍ରଣୀ ପାଣିପାଗ ପୂର୍ବାନୁମାନ ଠାରୁ ଆରମ୍ଭ କରି ଜଳବାୟୁ ଗବେଷଣାକୁ ଆଗେଇ ନେବା ପର୍ଯ୍ୟନ୍ତ, ଆଇଏମ୍ଡି ଜୀବନକୁ ସୁରକ୍ଷିତ ରଖିବା ଏବଂ ପରିବେଶ ବିଷୟରେ ଆମର ବୁଝାମଣା ବୃଦ୍ଧି କରିବାରେ ସହାୟକ ହୋଇଛି ।
***
SSP
(ରିଲିଜ ଆଡି: 1996518)
ପରିଦର୍ଶକ କାଉଣ୍ଟର : 111
ଏହି ରିଲିଜ ପଢନ୍ତୁ :
Kannada
,
Tamil
,
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Telugu
,
Malayalam