ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଭଗବାନ ଶ୍ରୀରାମଙ୍କ ଓଡ଼ିଆ ଭକ୍ତି ଭଜନ "ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ" ପୋଷ୍ଟ କରିଛନ୍ତି

Posted On: 18 JAN 2024 11:07AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରୋଜ ରଥଙ୍କ ସଙ୍ଗୀତ ରଚନାରେ ନମିତା ଅଗ୍ରୱାଲ ଗାଇଥିବା ପ୍ରଭୁ ଶ୍ରୀରାମଙ୍କ ଉପରେ ଆଧାରିତ ଓଡ଼ିଆ ଭକ୍ତି ଭଜନ "ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ" ପୋଷ୍ଟ କରିଛନ୍ତି ।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଭାରତର ପ୍ରତ୍ୟେକ ପ୍ରାନ୍ତରେ ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ରହିଛି । ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ମାନଙ୍କୁ ତାଙ୍କ ପ୍ରତି ସମର୍ପିତ ଅନେକ ଭଜନ ଦେଖିବାକୁ ମିଳିବ । ଏଠାରେ ଓଡ଼ିଆରେ ହୋଇଥିବା ଏଭଳି ଏକ ପ୍ରୟାସ ।

*****

SSP



(Release ID: 1997360) Visitor Counter : 78