ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତାମିଲନାଡ଼ୁର ଅରୁଲମିଗୁରେ ରାମନାଥସ୍ୱାମୀ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପୂଜାର୍ଚ୍ଚନା
ପୋଷ୍ଟ କରାଯିବା ଦିନାଙ୍କ:
20 JAN 2024 7:10PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ଅରୁଲମିଗୁ ରାମନାଥସ୍ୱାମୀ ମନ୍ଦିରରେ ପ୍ରାର୍ଥନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘୧୪୦ କୋଟି ଭାରତୀୟଙ୍କ ସ୍ୱାସ୍ଥ୍ୟ ଓ କଲ୍ୟାଣ କାମନା କରି ଅରୁଲମିଗୁ ରାମନାଥସ୍ୱାମୀ ମନ୍ଦିରରେ ପ୍ରାର୍ଥନା କରିଛି ।’
SR
(ରିଲିଜ ଆଡି: 1998502)
ପରିଦର୍ଶକ କାଉଣ୍ଟର : 107
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam