ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଦ୍ମ ପୁରସ୍କାର ବିଜେତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 25 JAN 2024 11:58PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଦ୍ମ ପୁରସ୍କାର ବିଜେତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ପଦ୍ମ ପୁରସ୍କାର ପାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଅଭିନନ୍ଦନ । ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଅବଦାନକୁ ଭାରତ ମହତ୍ତ୍ୱ ଦେଇଥାଏ । ସେମାନେ ନିଜ ଅସାଧାରଣ କାର୍ଯ୍ୟ ଦ୍ୱାରା ଲୋକଙ୍କୁ ପ୍ରେରିତ କରନ୍ତୁ ।’

https://pib.gov.in/PressReleseDetailm.aspx?PRID=1999790

 

SR


(रिलीज़ आईडी: 1999984) आगंतुक पटल : 126
इस विज्ञप्ति को इन भाषाओं में पढ़ें: Kannada , English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Malayalam