ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗଣତନ୍ତ୍ର ଦିବସରେ ସାମିଲ ହୋଇଥିବାରୁ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
26 JAN 2024 9:29PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଗଣତନ୍ତ୍ର ଦିବସ ସମାରୋହରେ ସାମିଲ ହୋଇଥିବା ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ଙ୍କୁ ଧନ୍ୟବାଦ ଦେଇଛନ୍ତି ।
ମାକ୍ରନ୍ଙ୍କ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଉତ୍ତର ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଆମ ଗଣତନ୍ତ୍ର ଦିବସ ସମାରୋହରେ ଅଂଶଗ୍ରହଣ କରିଥିବାରୁ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ଙ୍କୁ ଧନ୍ୟବାଦ । ତୁମ ଉପସ୍ଥିତି ଭାରତ-ଫ୍ରାନ୍ସ ସମ୍ପର୍କକୁ ବଡ଼ ଗତି ପ୍ରଦାନ କରିବ ।’
SR
(ରିଲିଜ ଆଡି: 2000159)
ପରିଦର୍ଶକ କାଉଣ୍ଟର : 116
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Malayalam