ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 30 JAN 2024 10:30AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ମୂଁ ପୂଜ୍ୟ ବାପୁଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଉଛି । ଯେଉଁମାନେ ଆମ ଦେଶ ପାଇଁ ସହିଦ ହୋଇଛନ୍ତି ସେମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେମାନଙ୍କ ବଳିଦାନ ଆମକୁ ଲୋକଙ୍କ ସେବା କରିବାକୁ ତଥା ଆମ ଦେଶ ପାଇଁ ସେମାନଙ୍କ ଦୃଷ୍ଟିକୋଣ ପୂରଣ କରିବା ଲାଗି ପ୍ରେରିତ କରିଥାଏ ।’

 

SR

 


(रिलीज़ आईडी: 2000748) आगंतुक पटल : 90
इस विज्ञप्ति को इन भाषाओं में पढ़ें: Kannada , English , Urdu , हिन्दी , Marathi , Manipuri , Bengali-TR , Bengali , Assamese , Punjabi , Gujarati , Tamil , Telugu , Malayalam