ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗାନ୍ଧୀ ସ୍ମୃତି ଠାରେ ପ୍ରାର୍ଥନା ସଭାରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
30 JAN 2024 10:19PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀ ସ୍ମୃତି ଠାରେ ମହାତ୍ମା ଗାନ୍ଧୀଙ୍କ ସ୍ମୃତିରେ ଆୟୋଜିତ ଏକ ପ୍ରାର୍ଥନା ସଭାରେ ଯୋଗ ଦେଇଥିଲେ ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି –
ଆଜି ସନ୍ଧ୍ୟାରେ ଏକ ପ୍ରାର୍ଥନା ସଭାରେ ଯୋଗ ଦେଇଥିଲି । ଆମେ ସର୍ବଦା ଦେଶ ପାଇଁ ମହାତ୍ମା ଗାନ୍ଧୀ ଯେଉଁ ସ୍ୱପ୍ନ ଦେଖିଥିଲେ, ତାହାକୁ ସାକାର କରିବା ଦିଗରେ କାର୍ଯ୍ୟ କରିବା ।
***
SSP
(रिलीज़ आईडी: 2001544)
आगंतुक पटल : 97
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam