ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାତ୍ମା ଗାନ୍ଧୀଙ୍କ ପୁଣ୍ୟ ତିଥିରେ ପୁଷ୍ପାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 JAN 2024 1:18PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଘାଟ ଠାରେ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟ ତିଥିରେ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି;

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ।

*********

SSP


(रिलीज़ आईडी: 2001547) आगंतुक पटल : 113
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Bengali-TR , Punjabi , Gujarati , Tamil , Telugu , Kannada , Malayalam