ପୋଷ୍ଟ କରାଯିବା ଦିନାଙ୍କ:
02 FEB 2024 2:37PM by PIB Bhubaneswar
ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟର ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR