ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କର୍ଣ୍ଣାଟକ ରାଜ୍ୟପାଳ

प्रविष्टि तिथि: 02 FEB 2024 2:34PM by PIB Bhubaneshwar

କର୍ଣ୍ଣାଟକ ରାଜ୍ୟପାଳ ଶ୍ରୀ ଥାୱରଚାନ୍ଦ ଗେହଲଟ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

 

‘କର୍ଣ୍ଣାଟକ ରାଜ୍ୟପାଳ ଶ୍ରୀ ଥାୱରଚାନ୍ଦ ଗେହଲଟ୍ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’

 

SR


(रिलीज़ आईडी: 2002314) आगंतुक पटल : 97
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali-TR , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam