ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

Posted On: 05 FEB 2024 5:13PM by PIB Bhubaneshwar

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି:

 

‘ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’

 

SR



(Release ID: 2002908) Visitor Counter : 41