ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କିଙ୍ଗ୍ ଚାର୍ଲ୍ସ ୩ୟଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
06 FEB 2024 11:14AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତବାସୀ ଏବଂ ତାଙ୍କ ତରଫରୁ ବ୍ରିଟେନ ରାଜା କିଙ୍ଗ୍ ଚାର୍ଲ୍ସ ୩ୟଙ୍କ ଦ୍ରୁତ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।
କିଙ୍ଗ୍ ଚାର୍ଲ୍ସ ୩ୟ କ୍ୟାନ୍ସରରେ ପୀଡ଼ିତା ଥିବା ନେଇ ରାଜ ପରିବାରର ଏକ ପୋଷ୍ଟରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ସମସ୍ତ ଭାରତୀୟଙ୍କ ସହ ମୁଁ କିଙ୍ଗ୍ ଚାର୍ଲ୍ସ ୩ୟଙ୍କ ଦ୍ରୁତ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।’
SR
(रिलीज़ आईडी: 2003466)
आगंतुक पटल : 103
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali-TR
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam