ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାର ମୁଖ୍ୟମନ୍ତ୍ରୀ

प्रविष्टि तिथि: 07 FEB 2024 5:09PM by PIB Bhubaneshwar

ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି:

 

‘ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’

 

SR


(रिलीज़ आईडी: 2003841) आगंतुक पटल : 83
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali-TR , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam