ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 14 FEB 2024 11:10AM by PIB Bhubaneshwar

୨୦୧୯ରେ ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମନେ ପକାଇଛନ୍ତି । 

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ମୁଁ ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଆମ ଦେଶ ସେମାନଙ୍କ ସେବା ତଥା ବଳିଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ।’

 

SR


(रिलीज़ आईडी: 2006111) आगंतुक पटल : 93
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam