ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆଇନଜୀବୀ ଫଲି ନରିମନ୍‌ଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

Posted On: 21 FEB 2024 11:12AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇନଜୀବୀ ଶ୍ରୀ ଫଲି ନରିମନ୍‌ଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଶ୍ରୀ ଫଲି ନରିମନ୍ ଜୀ ଅନ୍ୟତମ ବିଶିଷ୍ଟ ଆଇନଜୀବୀ ତଥା ବୁଦ୍ଧିଜୀବୀ ଥିଲେ । ସାଧାରଣ ଲୋକଙ୍କ ନିକଟରେ ନ୍ୟାୟ ପହଞ୍ଚାଇବା ଲାଗି ସେ ନିଜ ଜୀବନ ଉତ୍ସର୍ଗ କରିଥିଲେ । ତାଙ୍କ ଦେହାନ୍ତରେ ଅତ୍ୟନ୍ତ ଦୁଃଖିତ । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା । ତାଙ୍କ ଆତ୍ମାକୁ ଶାନ୍ତି ମିଳୁ ।’

 

 SR



(Release ID: 2007945) Visitor Counter : 43