ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କାସଗଞ୍ଜ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ପ୍ର୍ରଧାନମନ୍ତ୍ରୀଙ୍କ ଅନୁକମ୍ପାମୂଳକ ସହାୟତା ଘୋଷଣା
ପୋଷ୍ଟ କରାଯିବା ଦିନାଙ୍କ:
24 FEB 2024 8:39PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାସଗଞ୍ଜ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି:
‘କାସଗଞ୍ଜ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମ୍ଏନ୍ଆର୍ଏଫ୍ରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ । ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।’
SR
(ରିଲିଜ ଆଡି: 2009073)
ପରିଦର୍ଶକ କାଉଣ୍ଟର : 103
ଏହି ରିଲିଜ ପଢନ୍ତୁ :
Tamil
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Telugu
,
Kannada
,
Malayalam