ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶର ଡିଣ୍ଡୋରିରେ ସଡ଼କ ଦୁର୍ଘଟଣାରେ କ୍ଷତିଗ୍ରସ୍ତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
29 FEB 2024 1:14PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଡିଣ୍ଡୋରିରେ ସଡ଼କ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମ୍ଏନ୍ଆରଏଫ ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ବିଟରରେ ପୋଷ୍ଟ କରିଛି;
ମଧ୍ୟପ୍ରଦେଶର ଡିଣ୍ଡୋରିରେ ଘଟିଥିବା ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi
BS
(रिलीज़ आईडी: 2010197)
आगंतुक पटल : 86
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam