ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଝାଡ଼ଖଣ୍ଡର ଜାମତାରାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 28 FEB 2024 10:12PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଜାମତାରା ଠାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ଟ୍ବିଟର ପୋଷ୍ଟରେ କହିଛନ୍ତି;   

ଝାଡ଼ଖଣ୍ଡର ଜାମତାରାରେ ଘଟିଥିବା ଏହି ଦୁର୍ଘଟଣାରେ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହ ମୋର ସମବେଦନା ରହିଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ @narendramodi

 

BS


(रिलीज़ आईडी: 2010801) आगंतुक पटल : 92
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam