ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 03 MAR 2024 9:46AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟପ୍ରାଣୀ ପ୍ରେମୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେ କହିଛନ୍ତି ଯେ ଏହି ଦିବସ ଆମ ପୃଥିବୀରେ ଜୀବନର ଅବିଶ୍ୱସନୀୟ ବିବିଧତାକୁ ପାଳନ କରେ ଏବଂ ଏହାର ସୁରକ୍ଷା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇଥାଏ ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ସମସ୍ତ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା । ଏହା ଆମ ପୃଥିବୀରେ ଜୀବନର ଅବିଶ୍ୱସନୀୟ ବିବିଧତାକୁ ପାଳନ କରିବା ଏବଂ ଏହାର ସୁରକ୍ଷା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଦିନ। ସ୍ଥାୟୀ ଅଭ୍ୟାସ ଏବଂ ବନ୍ୟଜନ୍ତୁ ସଂରକ୍ଷଣ ପ୍ରୟାସକୁ ସମର୍ଥନ କରୁଥିବା ସମସ୍ତଙ୍କୁ ମୁଁ ପ୍ରଶଂସା କରୁଛି।

 

BS


(ରିଲିଜ ଆଡି: 2011298) ପରିଦର୍ଶକ କାଉଣ୍ଟର : 115