ପୋଷ୍ଟ କରାଯିବା ଦିନାଙ୍କ:
05 MAR 2024 10:18AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ସେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:
ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ସେହବାଜ ସରିଫଙ୍କୁ ଅଭିନନ୍ଦନ।
BS