ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
05 MAR 2024 10:18AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ସେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:
ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ସେହବାଜ ସରିଫଙ୍କୁ ଅଭିନନ୍ଦନ।
BS
(रिलीज़ आईडी: 2011613)
आगंतुक पटल : 89
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
हिन्दी
,
Marathi
,
Bengali-TR
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam