ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜମ୍ମୁ ଓ କଶ୍ମୀରର ଜଣେ ଉଦ୍ୟୋଗୀ ଏବଂ ସରକାରୀ ହିତାଧିକାରୀ ଶ୍ରୀ ନାଜିମଙ୍କ ସହ ସେଲଫି ଉଠାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 07 MAR 2024 3:23PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ କଶ୍ମୀରର ପୁଲଓ୍ଵାମାର ଜଣେ ଉଦ୍ୟୋଗୀ ଏବଂ ସରକାରୀ ହିତାଧିକାରୀ ଶ୍ରୀ ନାଜିମଙ୍କ ସହ ଏକ ସେଲ୍ଫି ଉଠାଇଛନ୍ତି

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

"ମୋର ବନ୍ଧୁ ନାଜିମଙ୍କ ସହ ଏକ ସ୍ମରଣୀୟ ସେଲ୍ଫି ସେ କରୁଥିବା ଭଲ କାମ ଦେଖି ମୁଁ ପ୍ରଭାବିତ ହୋଇଥିଲି। ସାଧାରଣ ସଭାରେ ସେ ସେଲଫି ନେବାକୁ ଅନୁରୋଧ କରିଥିଲେ ଏବଂ ତାଙ୍କୁ ଭେଟି ଖୁସି ହୋଇଥିଲି। ତାଙ୍କ ଭବିଷ୍ୟତ ପ୍ରୟାସ ପାଇଁ ମୋର ଶୁଭେଚ୍ଛା

 

BS


(रिलीज़ आईडी: 2012273) आगंतुक पटल : 126
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam