ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀମତୀ ସୁଧା ମୂର୍ତ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରାଯିବା ନେଇ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 08 MAR 2024 2:13PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀମତୀ ସୁଧା ମୂର୍ତ୍ତିଙ୍କ ରାଜ୍ୟସଭା ନାମାଙ୍କନ କୁ ନେଇ ଖୁସି ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି -

ମୁଁ ଆନନ୍ଦିତ ଯେ ଭାରତର ରାଷ୍ଟ୍ରପତି @SmtSudhaMurty ଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି। ସାମାଜିକ କାର୍ଯ୍ୟ, ପରୋପକାର ଏବଂ ଶିକ୍ଷା ସମେତ ବିଭିନ୍ନ କ୍ଷେତ୍ରରେ ସୁଧାଜୀଙ୍କ ଅବଦାନ ଅତୁଳନୀୟ ଏବଂ ପ୍ରେରଣାଦାୟକ । ରାଜ୍ୟସଭାରେ ତାଙ୍କର ଉପସ୍ଥିତି ଆମ 'ନାରୀ ଶକ୍ତି'ର ଏକ ଶକ୍ତିଶାଳୀ ପ୍ରମାଣ, ଯାହା ଆମ ଦେଶର ଭାଗ୍ୟ ଗଠନରେ ମହିଳାଙ୍କ ଶକ୍ତି ଏବଂ ସାମର୍ଥ୍ୟର ଉଦାହରଣ। ତାଙ୍କ ସଫଳ ସଂସଦୀୟ କାର୍ଯ୍ୟକାଳ କାମନା କରୁଛି।

 

BS


(रिलीज़ आईडी: 2012803) आगंतुक पटल : 105
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam