ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରମଜାନ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
11 MAR 2024 8:58PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ରମଜାନ୍ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:
ସମସ୍ତଙ୍କୁ ରମଜାନର ଶୁଭେଚ୍ଛା । ଏହି ପବିତ୍ର ମାସ ସମସ୍ତଙ୍କ ଜୀବନରେ ଆନନ୍ଦ, ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ।
BS
(रिलीज़ आईडी: 2013654)
आगंतुक पटल : 147
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam