ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ 'ମିଶନ ଦିବ୍ୟାସ୍ତ୍ର'କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
11 MAR 2024 6:56PM by PIB Bhubaneshwar
ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ମିଶନ ଦିବ୍ୟାସ୍ତ୍ର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିଆରଡିଓ ବୈଜ୍ଞାନିକମାନଙ୍କୁ ପ୍ରଶଂସା କରିଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି -
ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ମିତ ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ 'ମିଶନ ଦିବ୍ୟାସ୍ତ୍ର' ପାଇଁ ଆମ ଡିଆରଡିଓ ବୈଜ୍ଞାନିକଙ୍କ ପାଇଁ ଗର୍ବିତ।
BS
(ରିଲିଜ ଆଡି: 2013655)
ପରିଦର୍ଶକ କାଉଣ୍ଟର : 156
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam