ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶିଖ୍ ନୂଆବର୍ଷ ଅବସରରେ ପ୍ରଧାନମନ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
14 MAR 2024 12:11PM by PIB Bhubaneswar
ଆଜି ଶିଖ୍ ନୂଆ ବର୍ଷ ଅବସରରେ ପ୍ରଧାନମନ୍ରୀ ଶ୍ରୀ ନରେନ୍ଦ୍ର ମୋଦି ନିଜର ଶୁଭେଚ୍ଛା ଜଣାଇଛନ୍ତି।
ପ୍ରାଧାନମନ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ଶିଖ୍ ନୂଆବର୍ଷ ଆରମ୍ଭ ଅବସରରେ ଶୁଭେଚ୍ଛା । ଓ୍ବାହେଗୁରୁଙ୍କ ଅସୀମ ଅନୁଗ୍ରହ ସମସ୍ତଙ୍କୁ ସୁସ୍ଥ ରଖôବା ସହ ସୁଖ ସମୃଦ୍ଧି ଆଣିଦେଉ। ଗୁରୁ ସାହେବଙ୍କ ବାଣୀ ଆମ ସମାଜକୁ ଆଲୋକିତ କରୁ।”
SR
(ରିଲିଜ ଆଡି: 2014663)
ପରିଦର୍ଶକ କାଉଣ୍ଟର : 115
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam