ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସୁଶ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

Posted On: 14 MAR 2024 10:21PM by PIB Bhubaneshwar

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୁଶ୍ରୀ ବାନାର୍ଜୀ ଆହତ ହୋଇ ଏବେ ଚିକିତ୍ସିତ ହେଉଛନ୍ତି ।

ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରିଥିବା ଏକ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି :

ମୁଁ ମମତା ଦିଦିଙ୍କ ଆଶୁ ଆରୋଗ୍ୟ ଏବଂ ତାଙ୍କ ସୁସ୍ଥ୍‌ତା କାମନା କରୁଛି ।’

SR



(Release ID: 2014879) Visitor Counter : 42