ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

ପ୍ରେସ୍ ବିଜ୍ଞପ୍ତି

प्रविष्टि तिथि: 05 JUN 2024 2:18PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ମନ୍ତ୍ରିମଣ୍ଡଳ ସହିତ ଇସ୍ତଫା ଦେଇଛନ୍ତି ।

ରାଷ୍ଟ୍ରପତି ଇସ୍ତଫା ଗ୍ରହଣ କରିବା ସହ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳକୁ ନୂତନ ସରକାର କାର୍ଯ୍ୟଭାର ଗ୍ରହଣ ନକରିବା ପର୍ଯ୍ୟନ୍ତ କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରିଛନ୍ତି

 

********

P.S/Swadhin/PIB Bhubaneswar


(रिलीज़ आईडी: 2022945) आगंतुक पटल : 170
इस विज्ञप्ति को इन भाषाओं में पढ़ें: English , Khasi , Urdu , हिन्दी , Hindi_MP , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam