ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
12 JUN 2024 2:17PM by PIB Bhubaneswar
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
“ନୂଆ ଆନ୍ଧ୍ର ପ୍ରଦେଶ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲି। ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁ ଗାରୁ ଏବଂ ସରକାରରେ ମନ୍ତ୍ରୀ ଭାବେ ଶପଥ ନେଇଥିବା ଅନ୍ୟ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି। ଟିଡିପି, ଜନସେନା ଏବଂ ବିଜେପି ସରକାର ଆନ୍ଧ୍ରପ୍ରଦେଶକୁ ଗୌରବର ନୂତନ ଉଚ୍ଚତାରେ ପହଞ୍ଚାଇବା ଏବଂ ରାଜ୍ୟର ଯୁବବର୍ଗଙ୍କ ଆକାଂକ୍ଷା ପୂରଣ କରିବାକୁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ।”
BS
(ରିଲିଜ ଆଡି: 2024778)
ପରିଦର୍ଶକ କାଉଣ୍ଟର : 118
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Hindi_MP
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam