ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତ୍ରିକୋଣାସନ ଉପରେ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
14 JUN 2024 10:40AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିକୋଣାସନ କିମ୍ବା ତ୍ରିକୋଣ ସ୍ଥିତି ଉପରେ ଏକ ଭିଡିଓ କ୍ଲିପ ଶେୟାର କରିବା ସହ ଶରୀରର ଉପର ଭାଗର ସ୍ଥିତିରେ ପରିବର୍ତ୍ତନ ଆଣିବା ଏବଂ ଏକାଗ୍ରତାର ଉନ୍ନତି ପାଇଁ ଏହାକୁ ଅଭ୍ୟାସ କରିବାକୁ ଲୋକମାନଙ୍କୁ ଅନୁରୋଧ କରିଛନ୍ତି ।
ଅନ୍ତର୍ଜାତୀୟ ଯୋଗ ଦିବସର ୧୦ମ ସଂସ୍କରଣ ପୂର୍ବରୁ ଶେୟାର କରାଯାଇଥିବା ଏହି ଭିଡିଓରେ ଛିଡା ହୋଇ ସ୍ଥିର ସ୍ଥିତିରେ ପ୍ରଦର୍ଶନ କରିବାର ପଦକ୍ଷେପ ଉପରେ ମଧ୍ୟ ବିସ୍ତୃତ ଭାବରେ ବର୍ଣ୍ଣନା କରାଯାଇଛି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ:
“କାନ୍ଧ, ପିଠିକୁ ମଜଭୁତ କରିବା ଏବଂ ଏକାଗ୍ରତାକୁ ଉନ୍ନତ କରିବା ପାଇଁ ତ୍ରିକୋଣାସନ ଅଭ୍ୟାସ କର ।”
SR
(ରିଲିଜ ଆଡି: 2025239)
ପରିଦର୍ଶକ କାଉଣ୍ଟର : 116
ଏହି ରିଲିଜ ପଢନ୍ତୁ :
Punjabi
,
English
,
Urdu
,
Marathi
,
हिन्दी
,
Hindi_MP
,
Manipuri
,
Bengali
,
Assamese
,
Gujarati
,
Tamil
,
Telugu
,
Kannada
,
Malayalam