ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

प्रविष्टि तिथि: 17 JUN 2024 5:56PM by PIB Bhubaneshwar

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି: “ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି’ ।

SR


(रिलीज़ आईडी: 2026050) आगंतुक पटल : 67
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam