ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉଷ୍ଟ୍ରାସନର ଭିଡିଓ ସେୟାର କଲେ ପ୍ରଧାନମନ୍ତ୍ରୀ
Posted On:
18 JUN 2024 10:29AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉଷ୍ଟ୍ରାସନ ତଥା ଓଟ ଭଙ୍ଗୀର ଏକ ଭିଡିଓ କ୍ଲିପ୍ ସେୟାର କରିଛନ୍ତି । ଉଷ୍ଟ୍ରାସନ ମଣିଷର ପିଠି, ବେକର ମାଂସପେଶୀକୁ ଦୃଢ଼ କରିବା ସହ ଶରୀରରେ ରକ୍ତ ସଂଚାଳନ ସୁଗମ ଏବଂ ଦୃଷ୍ଟିଶକ୍ତି ବଢ଼ାଇଥାଏ ।
ଆଗକୁ ଆନ୍ତର୍ଜାତିକ ଯୋଗ ଦିବସର ଦଶମ ସଂସ୍କରଣ ଆସୁଥିବା ବେଳେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ସେୟାର କରିଥିବା ଏହି ଭିଡିଓରେ ଉଷ୍ଟ୍ରାସନର ଭଙ୍ଗୀକୁ ଉଭୟ ହିନ୍ଦୀ ଓ ଇଂରାଜୀରେ ବର୍ଣ୍ଣନା କରାଯାଇଛି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
“ଉଷ୍ଟ୍ରାସନ ପିଠି ଓ ବେକର ମାଂସପେଶୀକୁ ସୁଦୃଢ଼ କରିଥାଏ । ଏହା ମଧ୍ୟ ଶରୀରରେ ରକ୍ତ ସଞ୍ଚାଳନ ସୁଗମ କରିବା ସହ ଦୃଷ୍ଟିଶକ୍ତି ବଢ଼ାଇଥାଏ” ।
SR
(Release ID: 2026168)
Visitor Counter : 64
Read this release in:
English
,
Urdu
,
Marathi
,
Hindi
,
Hindi_MP
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam